• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Cancer

କର୍କଟ

Saturday 19 Oct 2024

ପୁନର୍ବସୁ- ଜୀବନ ସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯାଗ ପାଇବେ । ବ୍ୟବସାୟୀ ମାନେ ଆର୍ଥିକ ଲାଭ ପାଇପାରନ୍ତି । ବ୍ୟକ୍ତିଗତ ଜୀବନରେ କିଛି ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ ।

ପୁଷ୍ୟା- ରାଜନୀତିରେ ପଦୋନ୍ନତି ପାଇବାର ସମ୍ଭାବନା ରହିଛି । ପରୋପକାରୀ କାର୍ଯ୍ୟକଳାପ ପ୍ରତି ଅଗ୍ରହ ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ପାଠକୁ ନେଇ ଚିନ୍ତାରେ ରହିବେ ।

ଅଶ୍ଲେଷା- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ । କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :