• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Leo

ସିଂହ

Saturday 19 Oct 2024

ମଘା- ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶାଇ ବେପାର ବୃଦ୍ଧି କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । କର୍ମଚାରୀ ମାନେ କାର୍ଯ୍ୟରେ ଦକ୍ଷତା ପ୍ରଦର୍ଶନ କରିବେ ।

ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଦୂର ଯାତ୍ରାରୁ ବହୁତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଋଣମୁକ୍ତି ପାଇଁ ରାସ୍ତା ଦେଖାଦେବ ।

ଉ,ଫାଲଗୁନି- ଗାଡି କିଣିବା ଆପଣଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପୈତୃକ ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ ।

ପ୍ରତିକାର- ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :