• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Libra

ତୁଳା

Saturday 19 Oct 2024

ଚିତ୍ରା- କାନ୍ଧ କିମ୍ବା ଗଣ୍ଠିରେ ଯନ୍ତ୍ରଣା ମଧ୍ୟ କଷ୍ଟ ଦେଖା ଦେଇପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ ।

ସ୍ୱାତୀ- କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ଥ ହେବ । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ ।

ବିଶାଖା- ମିଥ୍ୟାଭାଷଣରୁ ସମାଲୋଚିତ ହୋଇପାରନ୍ତି । ପ୍ରତ୍ୟେକ ପରିସ୍ଥିତିରେ ମନୋବଳ ଟାଣ ରହିବ କିନ୍ତୁ ବିଳମ୍ବରେ କାର୍ଯ୍ୟସିଦ୍ଧି ଘଟିବ । ମନରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି ।

ପ୍ରତିକାର- ଶ୍ରୀ ଗଜେନ୍ଦ୍ର ମୋକ୍ଷ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :