• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Scorpio

ବିଛା

Saturday 19 Oct 2024

ବିଶାଖା- ଭାଗୀଦାରୀ ବ୍ୟବସାୟରେ ଆଖି ବନ୍ଦ କରି କୌଣସି ପଦକ୍ଷପ ନିଅନ୍ତୁ ନାହିଁ । ଯେ କୋଣସି କାମରେ ହାତ ଦେଲେ ,ସେଥିରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । ଅଯଥା କଥାକୁ ନେଇ ଚିନ୍ତାରେ ରୁହନ୍ତୁ ନାହିଁ । ନୂଆ ଚାକିରି ସୁଯୋଗ ପାଇପାରନ୍ତି । କର୍ମକ୍ଷେତ୍ରରେ ଆପଣଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ଆର୍ଥିକ ସ୍ଥିତି ଭଲ ରହିବ ।

ଜ୍ୟେଷ୍ଠା- ଅତୀତ କଥାକୁ ଭାବି ମନଟା ଭଲ ଲାଗିବ ନାହିଁ । ଆଇନ ଅଦାଲତ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ସାଧାରଣ କଥାକୁ ଅତିରଞ୍ଜିତ କରି ଆକସ୍ମିକ କଳହଜିତ ଅନ୍ୟମନସ୍କ ରହିପାରନ୍ତି ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :