• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Sagittarius

ଧନୁ

Saturday 19 Oct 2024

ମୂଳା- ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ । କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ । ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେଇ ପ୍ରଶଂସିତ ହେବେ ।

ପୂ,ଷାଢା- କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି । ନୂତନ ଦାୟିତ୍ୱ ନେଇ ବିବ୍ରତ ହେବାର ସୂଚନା ରହିଛି । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟ ନେତାଙ୍କର ପ୍ରିୟ ପାତ୍ର ହେବେ ।

ଉ,ଷାଢା- ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସମସ୍ୟା ଆସିପାରେ । ଭଲ ଚାକିରି ପାଇପାରିବେ ଯାହା ଆପଣଙ୍କୁ ଖ୍ୟାତି ଏବଂ ସମ୍ମାନ ମଧ୍ୟ ଦେବ । ଯେକୌଣସି ପ୍ରକାରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :