• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Capricorn

ମକର

Saturday 19 Oct 2024

ଉ,ଷାଢା-ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରିପାଇପାରନ୍ତି ।

ଶ୍ରବଣା- ସରକାରୀ କିମ୍ବା ବେସରକାରୀ ସ୍ତରରୁ ପାଇବାକୁ ଥିବା ଅର୍ଥ ପାଇବେ । ସଦାବେଳେ ଝଗଡ଼ା କରିବାକୁ ଚାହିଁବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ। ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ଧନିଷ୍ଠା- ସଭାସମିତିରେ ଆପଣ ଯୁକ୍ତିବଳରେ ସମସ୍ତଙ୍କ ମୁହଁ ବନ୍ଦ କରିଦେଇପାରିବେ । ଜମିଜମା କାରବାର କିମ୍ବା ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ତନ କର୍ମାରମ୍ଭ, ଲୋକସମ୍ପର୍କ ପାଇଁ ଦିନଟି ଭଲ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :