Daily Horoscope 19th September 2022: ଏହି ରାଶିର ବ୍ୟକ୍ତି ଆଜି ପାରିବାରିକ ଅଶାନ୍ତି ଭୋଗିବେ !
/odishatv-khabar/media/media_files/uploadimage/library/16_9/16_9_0/IMAGE_1663555394-827744.jpg)
ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
