• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2022: ଏହି ରାଶିର ବ୍ୟକ୍ତି ଆଜି ପାରିବାରିକ ଅଶାନ୍ତି ଭୋଗିବେ !

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Taurus

ବୃଷ

Monday 19 Sep 2022

କୃତିକା - କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ

ରୋହିଣୀ – ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇବାକୁ ବାଧ୍ୟ ହେବେ

ମୃଗଶିରା – କୌଣସି କଥାକୁ ନେଇ ଟିକେ ଅଶାନ୍ତି ଦେଖାଦେଇ ପାରେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :