• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2022: ଏହି ରାଶିର ବ୍ୟକ୍ତି ଆଜି ପାରିବାରିକ ଅଶାନ୍ତି ଭୋଗିବେ !

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Virgo

କନ୍ୟା

Monday 19 Sep 2022

ଉ , ଫାଲଗୁନୀ – କୌଣସି ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ

ହସ୍ତା – ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ

ଚିତ୍ରା – ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ବଢିଆ ରହିବ

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :