• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2022: ଏହି ରାଶିର ବ୍ୟକ୍ତି ଆଜି ପାରିବାରିକ ଅଶାନ୍ତି ଭୋଗିବେ !

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Libra

ତୁଳା

Monday 19 Sep 2022

ଚିତ୍ରା – କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ

ସ୍ୱାତୀ – ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ

ବିଶାଖା – ଚାକିରୀ କ୍ଷେତ୍ରରେ ବିରୋଧିଙ୍କ ସଂଖ୍ୟା ବଢିପାରେ

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :