• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2022: ଏହି ରାଶିର ବ୍ୟକ୍ତି ଆଜି ପାରିବାରିକ ଅଶାନ୍ତି ଭୋଗିବେ !

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ସୋମବାର । ତିଥି – ୯ମୀ ସନ୍ଧ୍ୟା ୦୭/୦୨ ଗତେ ୧୦ ମୀ, ଚନ୍ଦ୍ର – ମିଥୁନ ଅହୋରାତ୍ର, ଘାତ ଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ସନ୍ଧ୍ୟା ୦୬/୧୦ ଗତେ ୧ ପାଦ - କୁଟୁମ୍ଭହାନି- ତିଳକାଞନ ଦାନ

Scorpio

ବିଛା

Monday 19 Sep 2022

ବିଶାଖା – କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଦେଖାଦେଇ ପାରେ

ଅନୁରାଧା –ପାରିବାରିକ ଅଶାନ୍ତି ଲାଗି ରହିବ

ଜ୍ୟେଷ୍ଠା – ଅଜଣା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :