• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Taurus

ବୃଷ

Tuesday 19 Sep 2023

କୃତିକା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।
ରୋହିଣୀ- ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ । କାମ ଅଟକି ଥିବା ସତ୍ତ୍ୱେ ପ୍ରେମ ଓ ବାହାରକୁ ଯାଇକି ବୁଲା ବୁଲି କରିବାର ବିଚାର ଆପଣଙ୍କ ମନରେ ଆସିବ । ଆପଣଙ୍କ ଆତ୍ମବିଶ୍ଵାସ ବୃଦ୍ଧି ହେବ ।      
ମୃଗଶିରା- ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହିବ ନାହିଁ । ଆକସ୍ମିକ ଭାବେ ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କିଛିମାତ୍ରାରେ ସାହାଯ୍ୟ କରିପାରେ।    

ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :