• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Aquarius

କୁମ୍ଭ

Tuesday 19 Sep 2023

ଧନିଷ୍ଠା- ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କର୍ମଜୀବୀଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଭଲ ଥିଲେ ମଧ୍ୟ  ଅଧିକ ବ୍ୟୟ ଘଟିବ । 
ଶତଭିଷା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ । 
ପୂ,  ଭାଦ୍ରପଦ- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ ।  ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :