• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Pisces

ମୀନ

Tuesday 19 Sep 2023

ପୂ, ଭାଦ୍ରପଦ- ବ୍ୟବସାୟରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ । ସମ୍ମାନର ସହିତ ଦିନ ଚର୍ଯ୍ୟା କରି ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । 
ଉ, ଭାଦ୍ରପଦ-ରାଜନୀତିରେ ସ୍ୱାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ । ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ।
ରେବତୀ- ଅବିବାହିତ ଯୁବକ ଯୁବତୀଙ୍କର ବିବାହ ଧାର୍ଯ୍ୟ ହେବ । କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। 

ପ୍ରତିକାର- କଦଳୀ ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :