• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Cancer

କର୍କଟ

Tuesday 19 Sep 2023

ପୁନର୍ବସୁ- ଆପଣଙ୍କୁ ସେମିତି ବନ୍ଧୁ ମାନଙ୍କ ଠାରୁ ଦୂରରେ ରହିବା ଉଚିତ ଯେଉଁମାନେ ଋଣ ନିଅନ୍ତି କିନ୍ତୁ ଫେରାନ୍ତି ନାହିଁ । ନିଜର ପିଲାଙ୍କ ପାଇଁ କିଛି ବିଶେଷ ଯୋଜନା କରନ୍ତୁ ।  ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।  
ପୁଷ୍ୟା- ବ୍ୟବସାୟରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକି ଟଙ୍କା ମିଳିଯିବ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ହଠାତ୍ କାହାର ଡାକରା ପାଇ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ । 
ଅଶ୍ଳେଷା- ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ସମାଜଠୁ ଦୂରରେ ରହିଲେ ଆବଶ୍ୟକତା ସମୟରେ କେହିବି ଆପଣଙ୍କ ପାଖକୁ ଆସିବେନି ।  ଖେଳାଳିଙ୍କ ପାଇଁ ଦିନଟି ଶୁଭ ରହିବ । 

ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :