• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Leo

ସିଂହ

Tuesday 19 Sep 2023

ମଘା- ତୈଳବୀଜ ବ୍ୟବସାୟରେ ବେଶ୍ ଲାଭବାନ୍ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ପରିବାରରେ ନିଜର ପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। 
ପୂ- ଫାଲ୍‌ଗୁନୀ- ଉଧାର ଦେଇଥିବା ଟଙ୍କା ମିଳିବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। 
ଉ- ଫାଲ୍‌ଗୁନୀ- ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।

ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :