• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Virgo

କନ୍ୟା

Tuesday 19 Sep 2023

ଉ- ଫାଲ୍‌ଗୁନୀ- ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବନ୍ଧୁ ମିତ୍ରଙ୍କ ସହ ମନୋରଞ୍ଜନ , ଭ୍ରମଣ ଫଳରେ ହସ ଖୁସିର ବାତାବରଣ ସୃଷ୍ଟି ହେବ । 
ହସ୍ତା- ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁ ଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଶିକ୍ଷାର୍ଥୀଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଜିବ ନାହିଁ । 
ଚିତ୍ରା- ଜାଗା,ଜମି, ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।

ପ୍ରତିକାର- ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :