• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Scorpio

ବିଛା

Tuesday 19 Sep 2023

ବିଶାଖା- ପାରିବାରିକ  କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିସ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।
ଅନୁରାଧା- ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗୀତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୈତିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ସୁଫଳ ପାଇବେ । 
ଜ୍ୟୋଷ୍ଠା- ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ସରକାରୀ କ୍ଷେତ୍ରରୁ ଆଶା କରିଥିବା କୌଣସି କାଗଜପତ୍ର ସମ୍ପର୍କିତ ଶୁଭ ସୂଚନା ପାଇ ମନ ଖୁସି ହୋଇଯିବ।

ପ୍ରତିକାର- ଶ୍ରୀ ହନୁମାନ ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :