• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Sagittarius

ଧନୁ

Tuesday 19 Sep 2023

ମୂଳା- ସ୍ୱାସ୍ଥ୍ୟ ଭଲରହିବା  ସହ ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । 
ପୂ, ଷାଢା- ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଋଣ ଭରଣାରେ ସହଜ ହେବ । 
ଉ,  ଷାଢା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :