• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2023: କୌଣସି ଶୁଭ ଖବର ମିଳିପାରେ, ବଡ କମ୍ପାନୀ ସହ ବ୍ୟବସାୟରେ ଜଡିତ ହୋଇପାରନ୍ତି...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ, ମଙ୍ଗଳବାର। ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୪ର୍ଥୀ ଦିବା ୦୧.୪୩ ଗତେ ୫ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ କୃଷିହାନି ଭୂମିଦାନ  ଦିବା ୦୧.୪୭ ଗତେ ୨ ପାଦ କୃଷି ଓ ବଶଂହାନି-ଭୂମି ଓ ତିଳକାଞ୍ଚନ ଦାନ 

Capricorn

ମକର

Tuesday 19 Sep 2023

ଉ, ଷାଢା- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତ୍ରୁମାନେ ପରାଜିତ ହେବେ । ଘରୋଇ ବ୍ୟବସାୟରେ  ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ । 
ଶ୍ରବଣା- ରାଜନେତାମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବିଦ୍ୟରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।
ଧନିଷ୍ଠା- ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ପାଇବେ । ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ। 

ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :