• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Taurus

ବୃଷ

Thursday 19 Sep 2024

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷଟିଏ କିଣି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ।

ମୃଗଶିରା- ମହିଳାମାନେ କଠିନ ପରିଶ୍ରମ କରିବେ । ମାଲିମକଦ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :