• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Pisces

ମୀନ

Thursday 19 Sep 2024

ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ ।ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବ॥

ପ୍ରତିକାର – ଅଶ୍ୱତଥ୍ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :