• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Gemini

ମିଥୁନ

Thursday 19 Sep 2024

ମୃଗଶିରା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଆଦ୍ରା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ।

ପୁନର୍ବସୁ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :