• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Cancer

କର୍କଟ

Thursday 19 Sep 2024

ପୁନର୍ବସୁ- ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଫଳ ଭୋଗ କରିବେ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।

ପୁଷ୍ୟା- ସମାନ ବିଚାରଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ।

ଅଶ୍ଳେଷା- କଳା, ସାହିତ୍ୟ ଓ ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :