• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Leo

ସିଂହ

Thursday 19 Sep 2024

ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ,ଫାଲଗୁନି- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :