• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Scorpio

ବିଛା

Thursday 19 Sep 2024

ବିଶାଖା- ଅଚିହ୍ନା ଲୋକଙ୍କଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।

ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶାଗତ ହେବାର ଯୋଗ ରହିଛି ।

ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଈଶ୍ୱରବିଶ୍ୱାସୀ ହେବେ।

ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :