• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Sagittarius

ଧନୁ

Thursday 19 Sep 2024

ମୂଳା- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ପୂ,ଷାଢା- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ।

ଉ,ଷାଢା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :