• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th September 2024: ଆଜି ଏହି ରାଶିର ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ...

ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ ଓ ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତା ଯୋଗୁଁ କାମ ସହଜ ହେଇଯିବ । ସଭା ସମିତିରୁ ଆଶ୍ଵସ୍ତି ଲାଭ କରିବେ ।

Capricorn

ମକର

Thursday 19 Sep 2024

ଉ, ଷାଢା- ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ଜୀବନସାଥୀ ଆପଣଙ୍କୁ ପ୍ରେମର ଅନୁଭବ ଦେବାକୁ ଚାହୁଁଛନ୍ତି।

ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ରାଜନୈତିକ ସାହାର‌୍ୟ୍ୟର ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶାଗତ ହୋଇ ପାରନ୍ତି ।

ଧନିଷ୍ଠା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ। ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :