• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Taurus

ବୃଷ

Saturday 01 Apr 2023

କୃତିକା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ

ରୋହିଣୀ- ଆପଣଙ୍କ କଳାତ୍ମକ ବଢିପାରେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।

ମୃଗଶିରା- ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :