• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Aquarius

କୁମ୍ଭ

Saturday 01 Apr 2023

ଧନିଷ୍ଠା- ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ

ଶତଭିଷା- ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୈାଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ

ପୂ, ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :