• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Gemini

ମିଥୁନ

Saturday 01 Apr 2023

ମୃଗଶିରା- ଦେହ ପିଡାରୁ ମୁକ୍ତ ରହିବେ । କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ ।

ଆଦ୍ରା- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ପୁନର୍ବସୁ- ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସଂମ୍ପର୍କ ବୃଦ୍ଧି ହେବ । କୋର୍ଟ ମାମଲାରେ ଲାଭ ହେବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :