• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Cancer

କର୍କଟ

Saturday 01 Apr 2023

ପୁନର୍ବସୁ- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।

ପୁଷ୍ୟା- ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ ।

ଅଶ୍ଳେଷା- ଇଂଜିନିୟରଙ୍କୁ ବଡ କଂପାନୀରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ । କ୍ରୋଧକୁ ଆୟତରେ ରଖନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :