• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Leo

ସିଂହ

Saturday 01 Apr 2023

ମଘା- ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । ବେପାର ବୃତିରୁ ସଫଳତା ହାସଲ କରିବେ ।

ପୂ- ଫାଲ୍‌ଗୁନୀ- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ଶିକ୍ଷାର୍ଥୀ ପଢାରେ କୃତକାର‌୍ୟ୍ୟ କରିବେ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।

ଉ- ଫାଲ୍‌ଗୁନୀ- ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ । ସମ୍ପତି କିଣିବାର ଯୋଗ ରହିଛି । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :