• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Virgo

କନ୍ୟା

Saturday 01 Apr 2023

ଉ- ଫାଲ୍‌ଗୁନୀ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକ ମାନେ ଧୋକା ଦେବେ ।

ହସ୍ତା- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି । ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।

ଚିତ୍ରା- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :