• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Libra

ତୁଳା

Saturday 01 Apr 2023

ଚିତ୍ରା- ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ

ସ୍ୱାତୀ- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ

ବିଶାଖା- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :