• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Scorpio

ବିଛା

Saturday 01 Apr 2023

ବିଶାଖା- ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ । ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଦିଗ ପ୍ରତି ଗତି କରି ପାରନ୍ତି । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।

ଅନୁରାଧା- ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ । ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିବ।

ଜ୍ୟୋଷ୍ଠା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :