• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2023: ଏହି ରାଶି ବ୍ୟକ୍ତିଙ୍କର ଆଜି ଅସଂପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ଶନିବାର । ଚନ୍ଦ୍ର – କର୍କଟ ନିଶାନ୍ତ ୦୪.୪୮ ଗତେ ସିଂହ,ତିଥି – ୧୧ଶୀ ରାତ୍ରି ୦୪.୨୦ ଗତେ ୧୨ଶୀ,ଘାତ ଚନ୍ଦ୍ର – ନିଶାନ୍ତ ୦୪.୪୮ ଗତେ କର୍କଟ, ମକର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ ରାତ୍ରି ୦୪.୨୦ ଗତେ ୨ ପାଦ

Sagittarius

ଧନୁ

Saturday 01 Apr 2023

ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।

ପୂ, ଷାଢା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ଉ, ଷାଢା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :