• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Aries

ମେଷ

Monday 01 Apr 2024

ପୂ,ଭାଦ୍ରପଦ- ଉଦବେଗରୁ ମୁକ୍ତି ମିଳିବ । ପରିବାରରେ ଯେତେ ଅସୁବିଧା ଆସିଲେ ମଧ୍ୟ ସବୁକୁ ଏଡାଇ ଆଗକୁ ଯିବେ । ଜୀବନ ସାଥୀଙ୍କ ସହିତ ଦୂର ଯାତ୍ରାରେ ଆନନ୍ଦ ପାଇବେ ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।

ରେବତୀ- ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :