• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Taurus

ବୃଷ

Monday 01 Apr 2024

କୃତିକା- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହାୟତା ଲୋଡିବେ ।

ରୋହିଣୀ- ପାରିବାରିକ ବୁଝାବଣା ବଢିବ । ଲୋକ ମାନଙ୍କ ସେବା କରିବାରେ ମନବଳାଇବେ । ବନ୍ଧୁ ସହୟତା ମିଳିବ ।  ରାଜନୀତିରେ ହଠାତ୍ ନିର୍ଣ୍ଣୟ ନେବାକୁ ପଡିପାରେ ।

ମୃଗଶିରା- ଶତୃଙ୍କର ସମ୍ମୁଖୀନ ହୋଇପାରନ୍ତି । ହଜି ଯାଇଥିବା ଦ୍ରବ୍ୟର ସନ୍ଧାନ ମିଳିବ । ଅଯଥା କୋର୍ଟ ମାମଲାରେ ଫସି ଯାଇ ହଇରାଣ ହୋଇପାରନ୍ତି ।

ପ୍ରତିକାର – ମା ମଙ୍ଗଳାଙ୍କର ପାଠ କରନ୍ତୁ ଗାୟତ୍ରୀ ମନ୍ତ୍ର । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :