• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Monday 01 Apr 2024

ଧନିଷ୍ଠା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର‌୍ୟ୍ୟ ସୁଚାରୁରୂପେ ତୁଲାଇବେ ।

ଶତଭିଷା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ ।

ପୂ,ଭାଦ୍ରପଦ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ।
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :