• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Cancer

କର୍କଟ

Monday 01 Apr 2024

ପୁନର୍ବସୁ- ଉଦର ବ୍ୟଥା ଭୋଗି ପାରନ୍ତି । କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ ।

ପୁଷ୍ୟା- ପ୍ରେମିକା,ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ ।  ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।

ଅଶ୍ଲେଷା- ଆପଣଙ୍କର କ୍ରୀଡା କାର‌୍ୟ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି ଜ୍ଝ ଆପଣ ବୁଦ୍ଧିମାନ ଭାବରେ ବିଚାର କରିବାରେ ସକ୍ଷମ ହେବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :