• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Leo

ସିଂହ

Monday 01 Apr 2024

ମଘା- ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।

ପୂ,ଫାଲଗୁନି- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ଉ,ଫାଲଗୁନି- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ ।

ପ୍ରତିକାର – ମା’ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :