• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Virgo

କନ୍ୟା

Monday 01 Apr 2024

ଉ,ଫଳଗୁନି- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ ।  ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ ।

ହସ୍ତା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ ।  ଆପଣ ଏକ ନୂତନ କାର‌୍ୟ୍ୟ ଆରମ୍ଭ କରିବେ ।  ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି ।

ଚିତ୍ରା- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର‌୍ୟ୍ୟ କରିବା ଉଚିତ ।  ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ । 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :