• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Libra

ତୁଳା

Monday 01 Apr 2024

ଚିତ୍ରା- ଯାନବାହନରୁ ପତନର ଯୋଗ ରହିଅଛି । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଜୀବନସାଥୀଙ୍କ ମଧ୍ୟରେ ସାମାନ୍ୟ ତିକ୍ତତା ଦେଖା ଦେଇପାରେ ।  ପରିବାରରେ ଆପଣଙ୍କ ଗୁରୁତ୍ୱ ବୃଦ୍ଧି ପାଇବ ।

ସ୍ୱାତୀ- ସମ୍ପତି ବାଡିକୁ ନେଇ ସାମାନ୍ୟ  ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି ।

ବିଶାଖା- ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ । 

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ । 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :