• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Sagittarius

ଧନୁ

Monday 01 Apr 2024

ମୂଳା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ପୂ,ଷାଢା- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।  ବିଦ୍ୟାର୍ଥୀ  କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ ।

ଉ,ଷାଢା- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :