• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2024: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।

Capricorn

ମକର

Monday 01 Apr 2024

ଉ,ଷାଢା- ଶରୀରରେ ଆଘାତ ପାଇ ପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ । 

ଶ୍ରବଣା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।

ଧନିଷ୍ଠା- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । କୋର୍ଟର ନିଷ୍ପତି ବଦଳି ଯାଇପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :