• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।

Gemini

ମିଥୁନ

Tuesday 01 Apr 2025

ମୃଗଶିରା- ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ। ପିଲାମାନଙ୍କ ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ । ଆଦ୍ରା- ଅଫିସରେ ଛୋଟ ଘଟଣାକୁ ବଡ଼ ଆକାରରେ ଚିନ୍ତା କରି ବୃଥାରେ ସମୟର ଅପଚୟ କରିପାରନ୍ତି । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମଗୁଡିକ ସହଜ ହେଇଯିବ । ପୁନର୍ବସୁ- ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳାମାନେ କଠିନ ପରିଶ୍ରମ କରିବେ ।


ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଦିନଟି ଆପଣଙ୍କର ଭଲରେ କଟିବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।