• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 1st April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ...

ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।

Cancer

କର୍କଟ

Tuesday 01 Apr 2025

ପୁନର୍ବସୁ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ପୁଷ୍ୟା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାର ରୂପେ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ । ଅଶ୍ଲେଷା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ।  ଅନ୍ୟମାନଙ୍କର କଥା ଓ କାର୍ଯ୍ୟକଳାପ ଯୋଗୁଁ ନିଜକୁ ଅସହାୟ ମନେକରିବେ ।

ପ୍ରତିକାର – ଜଳସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଦିନଟି ଆପଣଙ୍କର ଭଲରେ କଟିବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।