ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।
ଉ,ଫଳଗୁନି- ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣି ଓଲଟା ଫଳ ଭୋଗିବେ । ପରିବାର ସଦସ୍ୟଙ୍କ କାର୍ଯ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ହସ୍ତା- ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଚିତ୍ରା- ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।
ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଦିନଟି ଆପଣଙ୍କର ଭଲରେ କଟିବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।