ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।
ଚିତ୍ରା- କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ । କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ସ୍ୱାତୀ- ମୂଲ୍ୟବାନ୍ ଜିନିଷ କ୍ରୟକରିବା ସକାଶେ ହଠାତ୍ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ବିଶାଖା- ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଭଲ ସୁଯୋଗ ମିଳିବ । ନୂତନ ଘର କିଣିବା ପାଇଁ ସୁଯୋଗ ଆସିବ ।
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଦିନଟି ଆପଣଙ୍କର ଭଲରେ କଟିବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେକୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।